www.samajalive.in
Friday, December 5, 2025
20.1 C
Bhubaneswar

ଖାଇକୁ ଖସିଲା କାର୍ ; ୫ ମୃତ

ନୂଆଦିଲ୍ଲୀ : ମସୌରୀ-ଡେରାଡୁନ ରାସ୍ତାରେ ଚୁନାଖାଲ ନିକଟରେ ଶନିବାର ସକାଳେ ପ୍ରାୟ ୫ଟାରେ ଏକ କାର ଅନିୟନ୍ତ୍ରିତ ହୋଇ ଖାଇକୁ ଖସି ପଡିଛି। ଦୁର୍ଘଟଣାରେ ୪ ଯୁବକଙ୍କ ସହ ୫ ଯୁବକଙ୍କ ମୃତ୍ୟୁ ହୋଇଛି। ଜଣେ ଯୁବତୀ ଗଭୀର ଆହତ ହୋଇଛନ୍ତି। ଗାଡିରେ ୬ ଜଣ ଯାତ୍ରା କରୁଥିଲେ। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଖାଇରୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି।

ମନଛୁଆଁ : ଦେଖନ୍ତୁ ଭିଡିଓ ; ସବୁଦିନ ଟ୍ରେନକୁ ଅପେକ୍ଷା କରୁଛି କୁୁକୁର, ଆସିବା ମାତ୍ରେ ଦୌଡୁଛି, ଆଶ୍ଚର୍ଯ୍ୟ କରିବ କାରଣ..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories