www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ଦୁର୍ଘଟଣା ଘଟାଇଲା ମୋ ବସ, ୨ ଗୁରୁତର

ଭୁବନେଶ୍ୱର: ମୋ ବସ ଧକ୍କାରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍‌‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଆଜି ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟର କ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧା କରି ସେମାନଙ୍କୁ କ୍ୟାପିଟାଲ ହସ୍‌‌ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories