www.samajalive.in
Sunday, December 7, 2025
18.1 C
Bhubaneswar

ଅଟୋକୁ ପିଟିଲା ମୋ ବସ୍ : ୩ ଆହତ

ଭୁବନେଶ୍ବର: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋକୁ ଧକ୍କା ଦେଲା ମୋ ବସ୍ । ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଲିଙ୍ଗରାଜ ଥାନା ଗ୍ୟାରେଜ୍ ଛକରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସର ବୁଝାସୁଝା ପରେ  ପରିସ୍ଥିତି ସ୍ବାଭାବିକ ହୋଇଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories