www.samajalive.in
Saturday, December 6, 2025
26.1 C
Bhubaneswar

ସମୁଦ୍ରରେ ଗାଧୋଇବା ବେଳେ ୨ ଛାତ୍ର ମୃତ

ପୁରୀ : ସମୁଦ୍ରରେ ଭାସିଯାଇ ୨ଛାତ୍ରଙ୍କ ମୃତ୍ୟ ଘଟିଛି। ମୃତକ ୨ ଜଣ ହେଲେ ରଜତ ପାଣ୍ଡେ ଓ ମହମ୍ମଦ ଇବାଦ। ସେମାନେ କଟକର ଏକ ଘରୋଇ ଆର୍କିଟେକଚର କଲେଜ୍‌ରେ ପଢ଼ୁଥିଲେ। ସେମାନଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡ଼ିଛି। ଆଜି ସକାଳେ ୬ଜଣ ଛାତ୍ର ସମୁଦ୍ରକୁ ଗାଧୋଇବା ଯାଇଥିବା ବେଳେ ଏହି ଅଘଟଣ ଘଟିଛି। ସେମାନେ ଚକ୍ରତୀର୍ଥ ରୋଡ଼ ପାନ୍ଥନିବାସ ନିକଟରେ ଗାଧୋଉଥିଲେ। ଗାଧୋଇବା ବେଳେ ଜଣେ ଭାସି ଯିବାରୁ ଅନ୍ୟ ଜଣକ ତା’କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଭାସିଯାଇଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଡ଼ାକ୍ତରଖାନାକୁ ଆଣିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories