www.samajalive.in
Monday, December 15, 2025
17.1 C
Bhubaneswar

ମିଳୁନି ନବ ଦାସଙ୍କ ରକ୍ତଭିଜା ସାର୍ଟ!

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ସୂଚନା ମିଳିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ଓକିଲ ଏହି ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ଅଭିଯୁକ୍ତ ଗୋପାଳ ଦାସଙ୍କ ଓକିଲ କହିଛନ୍ତି ଯେ ପୁଲିସ ଦାଖଲ କରିଥିବା ସିଜର ଲିଷ୍ଟରେ ନବ ଦାସଙ୍କ ରକ୍ତଭିଜା ସାର୍ଟ ନାହିଁ। ରକ୍ତଭିଜା ସାର୍ଟ ମିସିଂ ଥିବା ଚାର୍ଜସିଟରେ ଉଲ୍ଲେଖ କରାଯାଇଛି। ନବଙ୍କ ଦେହରେ ବାଜି ବାହାରିଥିବା ଗୁଳି ମଧ୍ୟ ମିଳିନଥିବା ସୂଚନା ଦିଆଯାଇଛି। ତେବେ ଏ ନେଇ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ପ୍ରତିକ୍ରିୟା ମିଳିପାରିନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories