www.samajalive.in
Monday, December 8, 2025
17.1 C
Bhubaneswar

ସମୟ ଦେଲେ ମୁଖ୍ୟମନ୍ତ୍ରୀ, ବୁଧବାର ଅପରାହ୍ନ ୫ଟାରେ ଭେଟିବେ ନବଦାସଙ୍କ ପତ୍ନୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ । ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିଲା । ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଥିଲେ । ଇ-ମେଲ ସହ ପୋଷ୍ଟାଲ୍‌‌ରେ ଚିଠି କରି ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସମୟ ମାଗିଥିଲେ । ଏନେଇ -ନବ ଦାସଙ୍କ ପତ୍ନୀଙ୍କୁ ସାକ୍ଷାତକାରର ସମୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଅପରାହ୍ନ ୫ଟାରେ ଭେଟିବାକୁ ସମୟ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ସେ ସିବିଆଇ ତଦନ୍ତ ଦାବି କରିପାରନ୍ତି ବୋଲି ଆଶା କରାଯାଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories