www.samajalive.in
Wednesday, December 10, 2025
15.1 C
Bhubaneswar

ଆଜି ନୂଆଁଖାଇ: ମା’ ସମଲେଶ୍ଵରୀଙ୍କୁ ଲାଗି ହେଲା ନବାନ୍ନ

ସମ୍ବଲପୁର: ସେପ୍ଟେମ୍ବର ୮ ତାରିଖ ରବିବାର ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଶୁଭ ଲଗ୍ନ ସକାଳ ୯ଟା ୧୨ରୁ ୨୭ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବା ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ନୀତି ସମ୍ପନ୍ନ ହୋଇଛି। ଏହା ପରେ ମନ୍ଦିର ଚତୁଃପାର୍ଶ୍ବରେ ରହିଥିବା ୧୧୫ ଦେବଦେବୀଙ୍କୁ ନବାନ୍ନ ଲାଗି କରାଯାଇଛି। ମା’ଙ୍କ ଦର୍ଶନ ପାଇଁ ମନ୍ଦିରକୁ ସକାଳୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି। ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories