www.samajalive.in
Thursday, December 11, 2025
27.1 C
Bhubaneswar

ଭାଲୁ କାମୁଡ଼ାରେ ବୃଦ୍ଧ ଗୁରୁତର

ନବରଙ୍ଗପୁର: ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜବାଗୁଡ଼ା ଗ୍ରାମର ଆଟିଙ୍ଗ ଜାନୀ (୬୦) ଆଜି ସକାଳେ ମକାବାଡିରେ ମକା ଦେଖି ପାଖରେ ଥିବା ଜଙ୍ଗଲରେ ଦାନ୍ତକାଠି ଭାଙ୍ଗିବାକୁ ଯାଇଥିବା ସମୟରେ ଭାଲୁ ହାବୁଡ଼ରେ ପଡ଼ିଥିଲେ। ବୃଦ୍ଧ ଜଣକ ଭାଲୁ କବଳରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରିଥିଲେ। ଭାଲୁଟି ବୃଦ୍ଧଙ୍କ ପେଟ, ବେକ ଓ ଜଙ୍ଘରେ ଆଘାତ କରିଛି। ବୃଦ୍ଧଙ୍କ ଚିତ୍କାର ଶୁଣି ସ୍ଥାନୀୟ କିଛି ଲୋକ ଆସିବା ପରେ ଭାଲୁଟି ସ୍ଥାନ ଛାଡି ପଳେଇଥିଲା।| ଆହତ ବୃଦ୍ଧକୁ ତୁରନ୍ତ ପାପଡାହାଣ୍ଡି ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଘରକୁ ଅଣାଯାଇଥିବା ଜଣାପଡିଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories