www.samajalive.in
Sunday, December 14, 2025
26.1 C
Bhubaneswar

ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ନବରଙ୍ଗପୁର ଜିଲ୍ଲାପାଳଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଜିଲ୍ଲାର ନୂତନ ନିର୍ମାନଧିନ ମିଶନ ଶକ୍ତି ଗୃହ ଗୁଡିକ ସମସ୍ତ ଆନୁସଙ୍ଗିକ ପ୍ରକ୍ରିୟା କରଣ ଶେଷ କରି ଶୀଘ୍ର କାର୍ଯ୍ୟ ଆରମ୍ଭ କରିବା ପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦ୍ଧେଶ ଦେଇଥିଲେ।

ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଅଧୀନରେ ରେ ଥିବା ଜମି ଜମା ସଂକ୍ରାନ୍ତୀୟ ସମସ୍ୟା ର ସମାଧାନ ନିମନ୍ତେ ଏକ କମିଟି ଗଠନ କରାଯାଇ ସମସ୍ୟା ର ସମାଧାନ ପାଇଁ ଆଲୋଚନା କରାଯାଇଥିଲା। ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରି ତାର ଅଗ୍ରଗତି ସମ୍ୱନ୍ଧୀୟ ବିବରଣୀ ପ୍ରତେକ୍ୟ ସପ୍ତାହ ର ସୋମବାର ଦିନ ଜିଲ୍ଲାପାଳ ଙ୍କ ନିକଟରେ ଦାଖଲ କରିବା ପାଇଁ ସମ୍ପୃକ୍ତ ସମସ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ପରାମର୍ଶ ଦେଇଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories