www.samajalive.in
Friday, December 12, 2025
14.1 C
Bhubaneswar

ଦ୍ରୌପଦୀଙ୍କ ବିଜୟୀ ପାଇଁ ବିଜେପିର ଦୀପଦାନ

ନବରଙ୍ଗପୁର: ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାର ଘରଣୀଙ୍କ ନିକଟରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କର ବିଜୟୀ କାମନା କରି ଜିଲା ଭାରତୀୟ ଜନତାପାର୍ଟି (ବିଜେପି) ପକ୍ଷରୁ ଦୀପଦାନ କରାଯାଇ ପୂଜାର୍ଚ୍ଚନା କରାଯାଇଛି ।  ଗତକାଲି ସନ୍ଧ୍ୟା ୭ଟାରେ ମନ୍ଦିରକୁ ଯାଇ ଦୀପଜଳାଇ ବିଜୟୀ ପାଇଁ ମା’ଙ୍କୁ ପୂଜା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ  ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗୈାରୀଶଙ୍କର ମାଝୀ, ଜିଲା ଉପସଭାପତି ସତ୍ୟବାଦୀ ଷଡଙ୍ଗୀ ,ଜିଲା ମିଡିଆ ସଂଯୋଜକ ଦେବଦାସ ମହାଙ୍କୁଡ, ରାଜ୍ୟ ପଛୁଆବର୍ଗ କାର୍ଯ୍ୟକାରିଣୀ ସଦସ୍ୟ ମୃତ୍ୟୁଞ୍ଜୟ ମହାରଣା, ନଗର ସଭାପତି ପିଣ୍ଟୁମିଶ୍ର, କାଉନସିଲର ମମତା ମହାରଣା, ଶ୍ରୀଧର ପାତ୍ର, ଯୁବନେତା ଅନନ୍ତ ପଣ୍ଡା,  ଅଜୟ କୁମାର ମହାରଣା ଓ  ସଞ୍ଜୟ ସାହୁ ପ୍ରମୁଖ ଯୋଗଦେଇଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories