www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟସ୍ତରୀୟ ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ନବରଙ୍ଗପୁରର ଛାତ୍ର ପ୍ରଥମ

ନବରଙ୍ଗପୁର: ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ରାଜ୍ୟ ରାଜଧାନୀ ଭୁବନେଶ୍ବର ଠାରେ ଅନୁଷ୍ଟିତ ରାଜ୍ୟସ୍ତରୀୟ ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ନବରଙ୍ଗପୁର ଜିଲ୍ଲା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଡାବୁଗାଁ, ଦଶମ ଶ୍ରେଣୀର ଛାତ୍ର ଶାଶ୍ବତ ସାମନ୍ତରାୟ ପ୍ରଥମ ସ୍ଥାନ ଅଧିକାରକରି ନବରଙ୍ଗପୁର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ପ୍ରକାଶ ଥାଉକି ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଅନୁଷ୍ଟିତ ଜିଲ୍ଲାସ୍ତରୀୟ ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ସେ ପ୍ରଥମ ସ୍ଥାନ ଅଧିକାରକରି ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲ। ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଶାଶ୍ବତଙ୍କ ସଫଳତା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories