www.samajalive.in
Saturday, December 6, 2025
26.1 C
Bhubaneswar

ଗଛକୁ ପିଟିଲା କାର୍‌‌,୩ ମୃତ

ଉମରକୋଟ : ନବରଙ୍ଗପୁର ଉମରକୋଟ-ଝରିଗାଁ ମୁଖ୍ୟ ରାସ୍ତାର ବାସିନୀ ଛକରେ ସଡକ ଦୁର୍ଘଟଣା ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଭାରସାମ୍ୟ ହରାଇ ଗଛକୁ ଏକ କାର୍‌‌ ପିଟିବାରୁ ୩ ଜଣଙ୍କର ମୃତ୍ୟୁ ହେବା ସହ ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କୁ ନବରଙ୍ଗପୁରକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। କାରରେ ଥିବା ଯାତ୍ରୀ ଜଗଦଲପୁରରୁ ଏକ ବିବାହ ଉତ୍ସବରେ ଯୋଗଦେଇ ଫେରୁଥିଲେ ବୋଲି ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories