www.samajalive.in
Saturday, December 6, 2025
14.1 C
Bhubaneswar

ମନ୍ଦିରରୁ ଫେରୁଥିଲେ; ମାଡିଗଲା ଟ୍ରକ, ଦମ୍ପତି ମୃତ

ଉମରକୋଟ : ନବରଙ୍ଗପୁରରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ବାଇକ ଉପରେ ଟ୍ରକ ଚଢି ଯିବାରୁ ଚାଲିଗଲା ଦମ୍ପତ୍ତିଙ୍କ ଜୀବନ । କୁଣ୍ଡେଇ ଥାନା ରାବଣାଗୁଡା ଛକ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଶିବ ମନ୍ଦିରରୁ ପାଣି ଢାଳି ବାଇକରେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଦୁର୍ଘଟଣାରୁ ୯ ବର୍ଷର ପୁଅ ଅଳ୍ପକେ ବର୍ତ୍ତି ଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ପୁରୀରେ ପ୍ରବଳ ବର୍ଷା: ବଜ୍ରପାତରେ ଜଣେ ମୃତ, ୮ ଆହତ

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories