www.samajalive.in
Sunday, December 14, 2025
26.1 C
Bhubaneswar

ଜଙ୍ଗଲ କାଟିବା ଅଭିଯୋଗରେ ରାଇଘର ବ୍ଲକରେ ମାଓବାଦୀ ଜଣଙ୍କୁ ହତ୍ୟା କଲେ

ନବରଙ୍ଗପୁର – ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ ଜଘନ୍ୟ କାଣ୍ଡ ଘଟାଇ ଚାଲିଛନ୍ତି । ଶନିବାରରେ ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶ (୩୮)ଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।

ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗ ରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ କରାଯାଇଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରାଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି (ମାଓବାଦୀ) ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏହି ଘଟଣା ପୁଣି ସ୍ଥାନୀୟ ଲୋକଙ୍କ ମନରେ ଭୟ ର ବାତାବରଣ ଖେଳିଯାଇଛି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories