www.samajalive.in
Sunday, December 14, 2025
19.1 C
Bhubaneswar

ଜିଲ୍ଲାପାଳଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲା ଜିଲା ସାମ୍ବାଦିକ ସଂଘ

ନବରଙ୍ଗପୁର: ଜିଲାରେ ନବବର୍ଷ ୨୦୨୧ ନିରାଡମ୍ବର ଭାବେ ପାଳନ କରାଯାଇଛି। କରୋନା କଟକଣାକୁ ଦୃଷ୍ଟିରେ ରଖି କୈାଣସି ଠାରେ ଉତ୍ସବ ପାଳନ କରାଯାଇ ନାହିଁ। ଜିଲାପାଳ ଡଃ.କମଳଲୋଚନ ମିଶ୍ରଙ୍କୁ ଜିଲା କାର୍ଯ୍ୟାଳୟ ଓ ଆବାସିକ କାର୍ଯ୍ୟାଳୟରେ ଜିଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ଭେଟି ଶୁଭେଚ୍ଛା ଜଣାଇଥିଲେ। ଓଡିଶା ସାମ୍ବାଦିକ ସଂଘ (ଓଜେୟୁ), ନବରଙ୍ଗପୁର ଜିଲା ଶାଖା ପକ୍ଷରୁ ମଧ୍ୟ ଜିଲାପାଳ ଡଃ.ମିଶ୍ରଙ୍କୁ ଭେଟି ନୂତ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ସଂଘର ରାଜ୍ୟ ସମ୍ପାଦକ ବାଙ୍କ ବିହାରୀ ବିଷୋୟୀ, ଉପଦେଷ୍ଠା ରାକେଶ ଗୁପ୍ତା, ଜିଲା ଉପସଭାପତି ରଞନ କୁମାର ପଟ୍ଟନାୟକ, କୋଷାଧ୍ୟକ୍ଷ ଶିବ ଶଙ୍କର ତ୍ରିପାଠୀ, ସହସମ୍ପାଦକ କେ,ବେଣୁ ଗୋପାଳ ରାଓ , କାର୍ଯ୍ୟକାରିଣୀ ସଦସ୍ୟ ଖଗେଶ୍ୱର ବିଷୋୟୀ ପ୍ରମୂଖ ଭେଟି ପୁଷ୍ପଗୁଚ୍ଛ ଦେଇ ନବବର୍ଷର ଅଭିନନ୍ଦନ ଜଣାଇଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories