www.samajalive.in
Sunday, December 14, 2025
15.1 C
Bhubaneswar

୨ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ

ନବରଙ୍ଗପୁର: ଆଜି ନବରଙ୍ଗପୁର ଜିଲାରେ ସଡକ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଯାଇଛି। ୨ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ଏବଂ ଏହି ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ଥାନା କୁଜାଜାନିଗଡ଼଼ା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଓ ମେଡ଼ିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି। ୨ ମୃତକ ଚିକ୍ରକଟ ଗାଁର ବୋଲି ଜଣାପଡିଛି। ଏହି ଦୁର୍ଘଟଣାରେ ଗୁରୁତର ଆହତଙ୍କୁ ଚିକିସ୍ଥା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories