www.samajalive.in
Friday, December 5, 2025
16.1 C
Bhubaneswar

ବିଡିଓଙ୍କ ଘରୁ ଲୁଟ୍

ନବରଙ୍ଗପୁର: ନବରଙ୍ଗପୁର ବିଡିଓଙ୍କ ଘରେ କଳା କନା ବୁଲାଇଲେ ଚୋର। ଗତ ଶନିବାର ଛୁଟିରେ ନବରଙ୍ଗପୁର ବ୍ଲକ ବିଡିଓ ସୁନୀଲ ଖରା ନିଜ ପରିବାର ଲୋକଙ୍କୁ ଭେଟିବାକୁ ରାୟଗଡା ଯାଇଥିଲେ। ଆଜି ସକାଳେ ସେ ରାୟଗଡାରୁ ଫେରି ବ୍ଲକ ପରିସରରେ ଥିବା ତାଙ୍କ ସରକାରୀ ବାସ ଭବନ ଖୋଲିବା ବେଳକୁ ଦୁଇଟି ଭେଣ୍ଟିଲେଟର ଭାଙ୍ଗି ଚୋରମାନେ ପଶି ଚୋରି କରିଥିବା ଦେଖିବାକୁ ପାଇଥିଲେ । ତାଙ୍କ ଘରୁ ୨୦ ହଜାର ଟଙ୍କା ଚୋରି ହୋଇଥିବା ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ନବରଙ୍ଗପୁର ପୁଲିସ୍‌ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories