www.samajalive.in
Friday, December 12, 2025
14.1 C
Bhubaneswar

ଅପ୍ରତିଦ୍ବନ୍ଦୀ ଭାବେ ବିଜୟୀ ହେଲେ ଡଙ୍ଗରଭେଜା ସମିତି ସଭ୍ୟ ଅଭିମନ୍ୟୁ ନାୟକ

ନବରଙ୍ଗପୁର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ର ପ୍ରାର୍ଥୀ ପତ୍ର ଦାଖଲ ସହ ଯାଞ୍ଚ ପ୍ରକ୍ରିୟା ମଧ୍ୟ ଶେଷ ହୋଇଯାଇଛି। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜା ସମିତି ସଭ୍ୟ ଭାବେ ଅଭିମନ୍ୟୁ ନାୟକ ଅପ୍ରତିଦ୍ବନ୍ଦି ଭାବେ ନିର୍ବାଚିତ ହୋଇଛନ୍ତି। ଅଭିମନ୍ୟୁ ନାୟକ ବିଜେଡି ସମର୍ଥିତ ପ୍ରାର୍ଥୀ ହୋଇଥିବା ବେଳେ ଆଗାମୀ ଦିନରେ ସରକାରଙ୍କ ସମସ୍ତ ଯୋଜନାରେ ଲୋକଙ୍କୁ ସାମିଲ କରି ଲୋକଙ୍କ ସେବା କରି ଆମେ ସର୍ବଦା ଲୋକଙ୍କ ନିକଟତର ହୋଇ ରହି ସମସ୍ତ ସେବା କରିବୁ ବୋଲି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ କହିଛନ୍ତି।

Hot this week

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories