www.samajalive.in
Monday, December 15, 2025
15.1 C
Bhubaneswar

ଜିଲାସ୍ତରୀୟ ପ୍ରାକୃତିକ ବିପର୍ୟ୍ୟୟ ଓ ପରିଚାଳନା ବୈଠକ

ନବରଙ୍ଗପୁର: ନବରଙ୍ଗପୁର ଜିଲ। ସ୍ତରୀୟ ପ୍ରାକୃତିକ ବିପର୍ୟ୍ୟୟ ଓ ପରିଚାଳନା-୨୦୨୨ ଖସଡ଼ା କମିଟିର ଏକ ବୈଠକ ଜିଲ।ପାଳଙ୍କ ଆବାସିକ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କମିଟିର ଅଧ୍ୟକ୍ଷ ଜିଲ।ପାଳ ଡ଼ଃ. କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ କମିଟିର ସମସ୍ତ ସଭ୍ୟଙ୍କ ସହିତ ପ୍ରାକୃତିକ ବିପର୍ୟ୍ୟୟ ପରିଚାଳନା ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ପରେ କମିଟିର ସର୍ବସମ୍ମତି କ୍ରମେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ୟ୍ୟୟ ଓ ପରିଚାଳନା ଖସଡ଼ା ୨୦୨୨ କୁ ଅନୁମୋଦନ ପ୍ରାପ୍ତ କରାଗଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଯୁଗ୍ମ ଅଧକ୍ଷ ତଥା ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଅତିରିକ୍ତ ଜିଲ। ମୁଖ୍ୟ ଚିକିତ୍ସାଧିକାରୀ ମଳୟ ତ୍ରିପାଠୀ, ଅତିରିକ୍ତ ଜିଲ। ଆରକ୍ଷୀ ଅଧିକ୍ଷକ ଜୟକୃଷ୍ଣ ବେହେରା, ଜିଲ। ମୂଖ୍ୟ କୃଷି ଅଧିକାରୀ ଡକ୍ଟର ଅୟୁର୍ଦେହି ମିଶ୍ର ,ଜିଲ। ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ। ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଜିଲ।ପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ଟାଲି, ଅଧିକ୍ଷକ ଯନ୍ତ୍ରୀ ଗ୍ରାମ୍ୟ ନିର୍ମାଣ ବିଭାଜନ ରାଜେନ୍ଦ୍ର ପ୍ରସାଦ ଆଚାର୍ୟ୍ୟ ଏବଂ ବରିଷ୍ଠ ରାଜସ୍ଵ ସହାୟକ ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories