www.samajalive.in
Friday, December 12, 2025
14.1 C
Bhubaneswar

ଜିଲ।ପାଳଙ୍କ କାର୍ଯ୍ୟାଳୟରେ ସଦଭାବନା ଦିବସ ପାଳିତ

ନବରଙ୍ଗପୁର: ଜିଲାପାଳଙ୍କ କାର୍ୟ୍ୟାଳୟ ପରିସର ମଧ୍ୟରେ ଜିଲ।ପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ ଅବସରରେ ଶପଥ ପାଠ ଉତ୍ସବ ପାଳନ ହୋଇଯାଇଛି। ଜିଲ।ପାଳ ଡଃ ମିଶ୍ର, ଜାତି ସମ୍ପ୍ରଦାୟ କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସାର ସାହାଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ୟ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ଜିଲ।ପାଳ ଡଃ. ମିଶ୍ରଙ୍କ ଉପସ୍ଥିତିରେ ଜିଲା କାର୍ୟ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନେଇ ’ଆମ ପରିବେଶ ସ୍ଵଚ୍ଛ ପରିବେଶ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories