www.samajalive.in
Friday, December 5, 2025
26.1 C
Bhubaneswar

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ବର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁମ୍ବଇସ୍ଥିତ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରୁ ସୋମବାର ଡିସଚାର୍ଜ ହୋଇଛନ୍ତି, ହେଲେ ଏବେ ସେ ଓଡ଼ିଶା ଫେରିବେନି। ଏକ ସପ୍ତାହ ସେ ମୁମ୍ବଇରେ ରହିବେ। ସେଠାରେ ତାଙ୍କର ଫିଜିଓଥେରାପି ହେବ। ପରେ ସେ ଓଡ଼ିଶାକୁ ଫେରିବେ ବୋଲି ସୂଚନା ମିଳିଛି। ସୋମବାର ନବୀନ ହସ୍ପିଟାଲରୁ ଡିସଚାର୍ଜ ହୋଇ ଚାଲି ଚାଲି ଆସୁଥିବା ଭିଡିଓ ସେୟାର କରାଯାଇଛି। ହସ୍ପିଟାଲରୁ ବାହାରିବା ସମୟରେ ନବୀନ ଡାକ୍ତର ଓ ମେଡିକାଲ ଟିମ୍‌କୁ ଧନ୍ୟବାଦ ଜଣାଇଥିଲେ। ସୂଚନାଯୋଗ୍ୟ ଯେ, କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ନବୀନଙ୍କ ସର୍ଭିକାଲ ଆର୍ଥ୍ରାଇଟିସ୍ ଅ‌େ‌ସ୍ତ୍ରାପଚାର ହୋଇଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories