www.samajalive.in
Friday, December 5, 2025
26.1 C
Bhubaneswar

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର : ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଣପର୍ବ ନୂଆଁଖାଇ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ନୂଆଁଖାଇ ପାଇଁ ଜୁହାର। ମା’ ସମଲେଇଙ୍କ କୃପା ଆପଣ ସମସ୍ତଙ୍କ ଉପରେ ବର୍ଷୁଥାଉ। ଓଡ଼ିଶାବାସୀଙ୍କ ଜୀବନ ସୁଖ ସମୃଦ୍ଧିରେ ଭରିଯାଉ ବୋଲି ମୁଁ ଗୁହାରି କରୁଛି। ଜୟ ମା’ ସମ‌େ‌ଲଶ୍ବରୀ ବୋଲି କହିଛନ୍ତି ନବୀନ ।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories