www.samajalive.in
Friday, December 5, 2025
19.1 C
Bhubaneswar

ଆଜି ଓଡିଶା ଫେରୁଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଆଜି ଓଡିଶା ଫେରୁଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ଓଡିଶା ଫେରୁଛନ୍ତି ନବୀନ। ବିଭିନ୍ନ ସାମାଜିକ , ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ। ଦିଲ୍ଲୀସ୍ଥିତ ବାସଭବନରେ ୧ ମାସର ରହଣି ମଧ୍ୟରେ ନବୀନ, ନିଜ ପରିବାର ସଦସ୍ୟ ଏବଂ ସାଙ୍ଗସାଥୀଙ୍କୁ ଭେଟିବା ସହ ବହି କିଣିବା ଏବଂ ପଢିବାରେ ନିଜ ସମୟ ବିତାଇଥିଲେ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories