www.samajalive.in
Saturday, December 6, 2025
14.1 C
Bhubaneswar

ମିଶନ ଶକ୍ତିର ମା’ ମାନଙ୍କୁ ବର୍ଷକୁ ୫ହଜାର କୋଟିର ସରକାରୀ କାମ ଯୋଗାଇ ଦିଆଯିବ : ନବୀନ

କଳାହାଣ୍ଡି : କଳାହାଣ୍ଡି ଜିଲାର ଜୟପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ବାଚନ ପ୍ରଚାର କରିଛନ୍ତି ଏହି ଅବରସରେ ବିଜେଡି ପକ୍ଷରୁ ଆୟୋଜିତ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଜୟ ଜଗନ୍ନାଥ କହି ଅଭିଭାଷଣ କରିଛନ୍ତି। ଖରାରେ ନିର୍ବାଚନ ସଭାରେ ଯୋଗ ଦେଇଥିବାରୁ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଭାରେ ଉଦବୋଧନ ଦେଇ କହିଥିଲେ ଯେ, ମାମାନେ ହେଉଛନ୍ତି ବିକାଶର ପ୍ରକୃତ ଡବଲ ଇଞ୍ଜିନ ବିଜେଡି ସରକାର ମହିଳାମାନଙ୍କ ଉପରେ ଅଧିକ ଗୁରୁତ୍ବ ଦେଇଛି ମହିଳାଙ୍କ ପାଇଁବିଜୁ ସ୍ବାସ୍ଥ୍ୟ କଲ୍ୟାଣଯୋଜନାରେ ସହାୟତା ରାଶି ଲକ୍ଷ ବଦଳରେ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ଗରିବ ଝିଅ ମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। କେଜିରୁ କଲେଜ, ମେଡିକାଲ, ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସବୁ ଝିଅମାନେ ମାଗଣା ପାଠ ପଢିପାରିବେ ମିଶନ ଶକ୍ତିର ମାମାନଙ୍କୁ ବର୍ଷକୁ ୫ହଜାର କୋଟିର ସରକାରୀ କାମ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି

ତେବେ କେବିକେ ଯୋଜନା କାହିଁକି ବନ୍ଦ ହେଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ମୁଁ ଆପଣମାନଙ୍କ ସେବା କରି ଚାଲିବି। ଏହାସହ ବିଜେଡିର ସାଂସଦ ବିଧାୟକ ପ୍ରାର୍ଥୀମାନଙ୍କୁ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କହିଛନ୍ତି

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories