www.samajalive.in
Saturday, December 6, 2025
16.1 C
Bhubaneswar

ସୋମବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନବୀନ

ଭୁବନେଶ୍ବର : ୨୦୧୯ ନିର୍ବାଚନରେ ବିଜେଡିକୁ ସଫଳତା ମିଳିଛି। ଏହାସହ କ୍ରମାଗତ ପଞ୍ଚମ ଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଦିନ ଶପଥ ନେବେ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଶନିବାର ବିଜେଡି ବିଧାୟକ ଦଳର ବୈଠକ ବସିବ। ସେଥିରେ ନବ ନିର୍ବାଚିତ ସମସ୍ତ ପ୍ରାର୍ଥୀ ଯୋଗଦେବ। ବୈଠକ ପରେ ଶପଥ ଗ୍ରହଣ ନେଇ ରାଜ୍ୟପାଳଙ୍କୁ ଅବଗତ କରାଯିବ ବୋଲି ଜଣାପଡିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories