www.samajalive.in
Friday, December 5, 2025
27.1 C
Bhubaneswar

ହସ୍ପିଟାଲରୁ ଟିଭିରେ ରଥଯାତ୍ରା ଦେଖିଲେ ନବୀନ

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁମ୍ବଇସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଅ‌େ‌ସ୍ତ୍ରାପଚାର ପରେ ସୁସ୍ଥ ହେଉଛନ୍ତି। ଗୁରୁବାର ହସ୍ପିଟାଲ ଶଯ୍ୟାରୁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶୁକ୍ରବାର ସେ ବସି ଟିଭିରେ ରଥଯାତ୍ରାର ସିଧାପ୍ରସାରଣ ଦେଖିଥିଲେ। ଭି.କେ. ପାଣ୍ଡିଆନ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ସେୟାର କରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories