www.samajalive.in
Monday, December 8, 2025
27.1 C
Bhubaneswar

ନଭେମ୍ବରରୁ ଜିଲା ଗସ୍ତ କରିବେ ନବୀନ

ଭୁବନେଶ୍ବର : ଆସନ୍ତା ନଭେମ୍ବରରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଭିନ୍ନ ଜିଲା ଗସ୍ତ କରିବେ। ସେଠାରେ କର୍ମୀ ସମ୍ମିଳନୀ, ସଭା ଭଳି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେଡି ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ର। ଶ୍ରୀ ମିଶ୍ର କହିଛନ୍ତି ଯେ, ଶ୍ରୀ ପଟ୍ଟନାୟକ ହେଉଛନ୍ତି ଲୋକଙ୍କ ନେତା। ଲୋକଙ୍କ ପାଖକୁ ଯାଇ ସୁବିଧା ଅସୁବିଧା ବୁଝିବେ। ଜନସାଧାରଣଙ୍କ ସାଥୀରେ ଯୋଡ଼ି ହେବା ପାଇଁ ବିଭିନ୍ନ ଜିଲା ଗସ୍ତ କରିବେ। ସଙ୍ଗଠନ ଓ କର୍ମୀଙ୍କୁ ସକ୍ରିୟ କରିବାକୁ ପରାମର୍ଶ ଦେବେ। ନବୀନ ଲୋକଙ୍କ ହୃଦୟରେ ଅଛନ୍ତି। ସେ ସବୁବେଳେ ଓଡ଼ିଶାର ବିକାଶ ପାଇଁ କାମ କରୁଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories