www.samajalive.in
Thursday, December 11, 2025
26.1 C
Bhubaneswar

ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଯାଜପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଯାଜପୁର ଗସ୍ତରେ ଯାଇ ୨୫୨ଟି ପ୍ରକଳ୍ପର ଉଦଘାଟନ ଓ ୧୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେଠାରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କାଳିଆ ଯୋଜନା ଚାଷୀଙ୍କ ପାଇଁ ଏକ ଐତିହାସିକ ପଦକ୍ଷେପ ଅଟେ। ମୁଖ୍ୟମନ୍ତ୍ରୀ ଯାଜପୁର ଜିଲାର ବିଞ୍ଝାରପୁର ବ୍ଲକରେ ୩୮କୋଟି ଟଙ୍କାର ୫ଟି ପ୍ରକଳ୍ପର ଉଦଘାଟନ କରିବା ସହ ୩କୋଟି ଟଙ୍କାର ୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଧର୍ମଶାଳା ବ୍ଲକରେ ୪୫୭କୋଟି ଟଙ୍କାର ୨୪୫ଟି ପ୍ରକଳ୍ପର ଉଦଘାଟନ କରିବା ସହ ୨୩କୋଟି ୭୦ଲକ୍ଷ ଟଙ୍କାର ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଦଶରଥପୁର ବ୍ଲକରେ ୪ କୋଟି ଟଙ୍କାର ୨ଟି ପ୍ରକଳ୍ପର ଉଦଘାଟନ କରିବା ସହ ୯୬କୋଟି ୩୭ଲକ୍ଷ ଟଙ୍କାର ୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories