www.samajalive.in
Saturday, December 6, 2025
26.1 C
Bhubaneswar

ଫ୍ରେଞ୍ଚ ଓପନ, ଫାଇନାଲରେ ନାଦାଲ

ପ୍ୟାରିସ: ସ୍ପେନର ରାଫେଲ ନାଦାଲ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସର ପୁରୁଷ ସିଙ୍ଗଲ୍‌ସ ବିଭାଗ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ନାଡାଲ ସଂଘର୍ଷପୂର୍ଣ୍ଣ ୩-୦ ସେଟ୍‌ରେ ଆର୍ଜେଣ୍ଟିନାର ଡିଏଗୋ ସ୍କୃାର୍ଜମ୍ୟାନଙ୍କୁ ପରାସ୍ତ କରି ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ମ୍ୟାଚ ବହୁତ ସଂଘର୍ଷପୂର୍ଣ୍ଣ ହୋଇଥିଲା।

ପ୍ରଥମ ସେଟ୍‌କୁ ନାଦାଲ ୬-୩ରେ ଜିତି ନେଇଥିବାବେଳେ ଦ୍ବିତୀୟ ସେଟ୍‌ରେ ମଧ୍ୟ ନାଦାଲ ୬-୩ରେ ଜିତିଥିଲେ। ତୃତୀୟ ସେଟ୍‌ ଅନ୍ତିମ ସମୟ ପର୍ୟ୍ୟନ୍ତ ବହୁତ ସଂଘର୍ଷପୂର୍ଣ୍ଣ ହୋଇଥିଲା। ତୃତୀୟ ସେଟ୍‌ ୭-୬ ବରାବର ରହିବାରୁ ଟାଇବ୍ରେକରର ଆଶ୍ରୟ ନିଆଯାଇଥିଲା। ଏଥିରେ ନାଡାଲ ୭-୬ ରେ ବିଜୟୀ ହୋଇଥିଲେ। ରବିବାର ନାଦାଲ ଫାଇନାଲରେ ନୋଭାକ୍‌ ଜୋକୋଭିଚ୍ ଓ ଷ୍ଟିଫାନୋସ ସିତ୍‌ସିପାସଙ୍କ ମଧ୍ୟରେ ଖେଳାଯିବାକୁ ଥିବା ଦ୍ବିତୀୟ ସେମିଫାଇନାଲ ମ୍ୟାଚର ବିଜେତାଙ୍କ ସହିତ ଖେଳିବେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories