www.samajalive.in
Saturday, December 13, 2025
27.1 C
Bhubaneswar

 ସିବିଆଇ ଅତିରିକ୍ତ ନିର୍ଦ୍ଦେଶକ ନାଗେଶ୍ୱର ରାୟଙ୍କୁ ଅଗ୍ନିଶମ ବିଭାଗକୁ ବଦଳି

ନୂଆଦିଲ୍ଲୀ : ସିବିଆଇ ଅତିରିକ୍ତ ନିର୍ଦ୍ଦେଶକ ପଦରୁ ବିଦା ହେଲେ ଓଡିଆ ଆଇପିଏସ ନାଗେଶ୍ୱର ରାୟ। ଗତ ଅକ୍ଟୋବର ୨୦୧୮ରେ ସିବିଆଇ ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଥିବା ନାଗେଶ୍ୱର ରାୟଙ୍କୁ ଅଗ୍ନିଶମ ବିଭାଗ ଡିଜି ଭାବେ ବଦଳି କରାଯାଇଛି। ଗୃହ ମନ୍ତ୍ରଣାଳୟର ସୁପାରିସ ଅନୁଯାୟୀ ୧୯୮୬ ବ୍ୟାଚ ଓଡିଶା କ୍ୟାଡର ଆଇପିଏସ ଶ୍ରୀ ରାୟ ଜୁଲାଇ ୨୦୨୦ ପର୍ଯ୍ୟନ୍ତ ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ତୁଲାଇବେ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ ହ୍ୱାଟସଆପ, ସ୍ନାପଚ୍ୟାଟ ଏବଂ ଟେଲିଗ୍ରାମ କମ୍ପାନୀ

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories