www.samajalive.in
Friday, December 5, 2025
20.1 C
Bhubaneswar

ଖାଇକୁ ଖସିଲା ପିକ୍ଅପ୍ ; ୮ ମୃତ

ନୈନିତାଲ : ନୈନିତାଲ ନିକଟରେ ବେତାଲଘାଟ କ୍ଷେତ୍ରର ମଲ୍ଲା ଗାଁ ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ପିକ୍ଅପ୍ ୨୦୦ ମିଟର ଗଭୀର ଖାଇକୁ ଖସି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଚାଳକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତି କରାଯାଇଛି। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ ଟିମ୍ ଘଟଣାସ୍ଥଳରେ ପହଂଚିବା ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ସଭିଁଙ୍କୁ ଉଦ୍ଧାର କରିଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories