କଲରାପତରିଆ ବାଘ ଚମଡା ସହ ଦେଶୀ ବନ୍ଧୁକ ଜବତ,୩ ଅଟକ
ନାକଟିଦେଉଳ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ପକ୍ଷରୁ ହୀରାଲୋଇ ଗ୍ରାମରେ ସୋମବାର ରାତିରେ ଚଢାଉ କରାଯାଇ ଏକ କଲରାପତରିଆ ବାଘର ଚମଡା ସହ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୩ ଜଣ ଶିକାରୀଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି। ଗୁରୁ ଗ୍ରହ କରିବେ ଓଲଟା ଚଳନ; ୩ ରାଶିଙ୍କ ବଦଳିଯିବ ଭାଗ୍ୟ, କରିବେ ଧନ ବୃଦ୍ଧି.. ମିଳିଥିବା ସୂଚନା ଅନୁସାରେ ହୀରାଲୋଇ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଏକ କଲରାପତରିଆ ବାଘ … Continue reading କଲରାପତରିଆ ବାଘ ଚମଡା ସହ ଦେଶୀ ବନ୍ଧୁକ ଜବତ,୩ ଅଟକ
Copy and paste this URL into your WordPress site to embed
Copy and paste this code into your site to embed