www.samajalive.in
Tuesday, December 9, 2025
16.1 C
Bhubaneswar

ଟିଡିପି ଛାଡିଲେ ନାମା ନାଗେଶ୍ବର ରାଓ

ହାଇଦରାବାଦ : ଶିଳ୍ପପତିରୁ ରାଜନେତା ହୋଇଥିବା ନାମା ନାଗେଶ୍ବର ରାଓ ମଙ୍ଗଳବାର ତେଲୁଗୁ ଦେଶମ ପାର୍ଟି (ଟିଡିପି)ରୁ ଇସ୍ତଫା ଦେଇଛନ୍ତି। ୧୧୩ କୋଟି ଟଙ୍କା ସମ୍ପତ୍ତିର ମାଲିକ ତଥା ଦେଶର ଅନ୍ୟତମ ଧନୀ ରାଜନେତା ଭାବେ ସେ ପରିଚିତ। ୨୦୦୯ ଓ ୨୦୧୪ରେ ସେ ଖାମାମ୍ ସଂସଦୀୟ କ୍ଷେତ୍ରରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ତେଲଙ୍ଗାନା ବିଧାନସଭା ନିର୍ବାଚନରେ ସେ ଟିଆରଏସ୍ ଟିକଟରେ ଲଢି ହାରି ଯାଇଥିଲେ। ଏବେ ସେ ଟିଆରଏସରେ ଯୋଗଦେବାର ସମ୍ଭାବନା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories