www.samajalive.in
Monday, December 15, 2025
26.1 C
Bhubaneswar

ଆଜିଠୁ ନୂଆ ସମୟ : ସକାଳ ୮ରେ ଖୋଲିବ, ସନ୍ଧ୍ୟା ୫ରେ ବନ୍ଦ ହେବ ନନ୍ଦନକାନନ

ନନ୍ଦନକାନନ: ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁଁ ସମୟ ନିର୍ଘଣ୍ଟ ବଦଳିଛି। ପ୍ରତିବର୍ଷ ଭଳି ଶୀତଋତୁ ସାଙ୍ଗକୁ ଛୋଟଦିନ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ (ବଟାନୀକାଲ ଗାର୍ଡେନ) ଆଜିଠାରୁ ଅର୍ଥାତ୍‌ ଅକ୍ଟୋବର ୧ ତାରିଖରୁ ସକାଳ ୮ଟାରୁ ଖୋଲି ଅପରାହ୍ଣ ୫ଟାରେ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। ଏହି ନିୟମ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ରହିବ। ସପ୍ତାହର ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହିବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories