www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ନନ୍ଦନକାନନ ବନ୍ଦ

ନନ୍ଦନକାନନ : ଆଜି ମଙ୍ଗଳବାର ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଭିଦ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁଁ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି। ସୂଚନା ଥାଉକି, ଏଥର ଶେଷରଜ ସୋମବାର ପଡିଥିଲା। ନନ୍ଦନକାନନ ସୋମବାର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହୁଥ‌ିବାବେଳେ ଚଳିତ ବର୍ଷ ଶେଷ ରଜ ଅର୍ଥାତ୍ ୧୬ ତାରିଖରେ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଭିଦ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁଁ ଖୋଲା ରହିଥିଲା। ଏହା ପରିବର୍ତ୍ତେ ପରଦିନ ଅର୍ଥାତ୍ ଆଜି ନନ୍ଦନକାନନ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ଶ୍ରୀ ନାରାୟଣ କହିଛନ୍ତି। ସ୍ବାଧୀନତା ଦିବସ, ସାଧାରଣତନ୍ତ୍ର ଦିବସ, ବଡ଼ଦିନ, ନୂଆବର୍ଷ, ଦଶହରା, ରଜ ସୋମବାର ପଡୁଥିଲେ, ସେହିଦିନ ଖୋଲାରହି ପରଦିନ ଅର୍ଥାତ୍ ଆଜି ବନ୍ଦ ରହିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories