www.samajalive.in
Sunday, December 14, 2025
26.1 C
Bhubaneswar

ସକାଳ ୮ରୁ ସନ୍ଧ୍ୟା ୫ ଯାଏ ଖୋଲା ରହିବ ନନ୍ଦନକାନନ

ନନ୍ଦନକାନନ : ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସମୟ ନିର୍ଘଣ୍ଟ ବଦଳିଛି। ପ୍ରତିବର୍ଷ ଭଳି ଶୀତଋତୁ ସାଙ୍ଗକୁ ଦିନ ଛୋଟ ପାଇଁ ଅକ୍ଟୋବର ୧ତାରିଖ ରବିବାର ଠାରୁ ସକାଳ ୮ଟାରୁ ଖୋଲିବ ଓ ୫ଟାରେ ବନ୍ଦ ହେବ ବୋଲି ନନ୍ଦନକାନନ ପର୍ଯ୍ୟଟକ ପରିଚାଳନା ସହକାରୀ ବନସଂରକ୍ଷକ (ପର୍ଯ୍ୟଟକ ଏସିଏଫ୍) ଶରତ କୁମାର ସାହୁ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟଉଭିଦ (ବଟାନିକାଲ ଗାର୍ଡେନ)ରେ ମଧ୍ୟ ସମୟ ନିର୍ଘଣ୍ଟ ବଦଳିଛି। ସକାଳ ୮ଟାରେ ଖୋଲିବ ଓ ୫ଟାରେ ବନ୍ଦ ହେବ। ଏହି ନିୟମ ୨୦୨୪ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ଲାଗୁରହିବ। ସପ୍ତାହର ପ୍ରତି ସୋମବାର ଉଭୟ ଉଦ୍ୟାନ ବନ୍ଦ ରହିବ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories