ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ମୋଦୀ ସରକାର। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଦେଶ-ବିଦେଶର ନିମନ୍ତ୍ରିତ ୧୦ହଜାରରୁ ଅଧିକ  ଅତିଥିଙ୍କ ଉପସ୍ଥିତିରେ ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ … Continue reading ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ