ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନରେନ୍ଦ୍ର ମୋଦୀ। ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଜୁନ୍ ୮ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟା ଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି । ୮ ତାରିଖ ସନ୍ଧ୍ୟାରେ ମୋଦୀ ଶପଥ ଗ୍ରହଣ କରିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
Popular Categories



