www.samajalive.in
Sunday, December 14, 2025
14.1 C
Bhubaneswar

ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ଉଦଯାପିତ

ନର୍ଲା:ଜିଲା ଶିକ୍ଷା କାର୍ୟ୍ୟାଳୟ ପକ୍ଷରୁ ଆୟୋଜିତ କଳାହାଣ୍ଡି ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗୀତାର ଉଦଯାପିତ ହୋଇଛି। ନର୍ଲା ବ୍ଲକ ଅଧିନସ୍ଥ ତୁଳାପଡା ଦାମୋଦର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଏହି କ୍ରୀଡା ତୁଳାପଡାରେ ଅନୁଷ୍ଠିତ ହୋଇଥିଲା।

ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଟେମଲାଲ୍ ଦୁବେ, ସମ୍ମାନିତ ଅତିଥି ଭାବରେ ନର୍ଲା ଗୋଷ୍ଠୀ ଶିକ୍ଷାଧିକାରୀ ତପିମଣି ଜାନୀ,ମମନପୁର ରାମପୁର ଗୋଷ୍ଠୀ ଶିକ୍ଷାଧିକାରୀ ସଙ୍ଗୀତା ମହାନ୍ତି,ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନର୍ଲା ଗୋବର୍ଦ୍ଧନ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଏହି କ୍ରୀଡାରେ ମନୋନୀତ ହୋଇଥିବା କୃତୀ ଖେଳାଳୀମାନେ ରାଜ୍ୟସ୍ତରୀୟ କ୍ରୀଡାରେ ଭାଗ ନେବେ ବୋଲି ସୂଚନା ଦିଆଯାଇଥିଲା।

- Advertisement -

ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ବିମଲ ରାସବିହାରୀ ପଧାନ । ଏହି ତିନି ଦିନିଆଁ କ୍ରୀଡା ପ୍ରତିଯୋଗୀତାରେ ଫୁଟବଲ୍, କବାଡି, ଖୋଖୋ, ଯୋଗାସନ, ଚେସ୍, ସିପାକଟାକ୍ରୋ ଅାଦି ଖେଳ ଅନୁଷ୍ଠିତ ହୋଇଥିଲା। ଲଗାତାର ଭାବରେ ଏହି ଜିଲାସ୍ତରୀୟ କ୍ରୀଡା ପ୍ରତିଯୋଗୀତାରେ କ୍ରୀଡା ଶିକ୍ଷକ/ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories