www.samajalive.in
Sunday, December 7, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣା​‌ରେ ଜଣେ ମୃତ

ନର୍ଲା: ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଛତିକୁଡାରୁ ରାୟଗଡ଼ା ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଯୁବକ ଜଣକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ବିଲାଟିପଦର୍  ଗ୍ରାମର ଅଭି ମୁଣ୍ଡା (୩୭) ବୋଲି ଜଣାପଡିଛି । ସେ ଚଂପାଦେଇପୁରର ପୂର୍ବତନ ସମିତି ସଭ୍ୟ। ଯୁବକ ଜଣକ ଭବାନୀପାଟଣାରୁ  ନିଜ ବାଇକ୍ ସର୍ଭିସିଂ କରି ସନ୍ଧ୍ୟାରେ ଘରକୁ ଫେରୁଥିଲେ। ଛଟିକୁଡ଼ା ଅତିକ୍ରମ କରି ସାମାନ୍ୟ ଆଗକୁ ଯିବା ପରେ ନିଜ ବାଇକରୁ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିବା। ଏହାପରେ ତାଙ୍କ ଉପରେ କୌଣସି ଭାରି ଯାନ ଚଢ଼ି ଯାଇଥିବା ନର୍ଲା ପୁଲିସ ସନ୍ଦେହ କରୁଛି । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories