www.samajalive.in
Sunday, December 7, 2025
16.1 C
Bhubaneswar

ମହାକାଶରେ ଜନ୍ମଦିନ ପାଳିବେ ସୁନୀତା

ନୂଆଦିଲ୍ଲୀ: ମହାକାଶରେ ୫୯ତମ ଜନ୍ମଦିନ ପାଳିବେ ସୁନୀତା ଓ୍ବିଲିୟମ୍ସ। ସେପ୍ଟେମ୍ବର ୧୯ ତାରିଖରେ ତାଙ୍କର ଜନ୍ମଦିନ ରହିଛି। ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେସନ୍ (ଆଇଏସଏସ୍ ) ରେ ସେ ନିଜ ଜନ୍ମଦିନ ପାଳିବେ। ମହାକାଶରେ ଏହା ହେବ ତାଙ୍କର ଦ୍ଵିତୀୟ ଜନ୍ମଦିନ। ଗତ ୬ ତାରିଖରେ ମହାକାଶ ଯାତ୍ରୀ ବେରି  ଓ୍ବିଲମୋର୍ ଙ୍କ ସହ ଆଇଏସଏସକୁ ଯାତ୍ରା କରିଥିବା ସୁନୀତା ବୋଇଂ ଷ୍ଟାରଲାଇନର ସ୍ପେସକ୍ରାଫ୍ଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଫସି ରହିଛନ୍ତି। ଉଭୟେ ୨୦୨୫ ଫେବୃଆରୀ ମାସରେ ସ୍ପେସେକ୍ସର ଡ୍ରାଗନ୍ କ୍ରିଉ କ୍ୟାପସୁଲରେ ପୃଥିବୀ ପୃଷ୍ଠକୁ ଫେରିବେ ବୋଲି ନାସା ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ସୁନୀତା ମହାକାଶରେ  ମୋଟ୍ ୩୨୨ ଦିନ ବିତାଇ ସାରିଲେଣି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories