www.samajalive.in
Sunday, December 14, 2025
23.1 C
Bhubaneswar

ମିଳିଲା ବିକ୍ରମର ଭଗ୍ନାବଶେଷ

ୱାଶିଂଟନ: ନାସାକୁ ମିଳିଲା ବିକ୍ରମର ଭଗ୍ନାବଶେଷ। ଚନ୍ଦ୍ର ପୃଷ୍ଟରେ କ୍ରାସ୍ ସାଇଟର ୭୫୦ ମିଟର ଦୂରରେ ପଡିଛି ଚନ୍ଦ୍ରଯାନ-୨ର ବିକ୍ରମ ଲ୍ୟାଣ୍ଡାରର ଭଗ୍ନାବଶେଷ। ଅବତରଣ ବେଳେ ଧକ୍କା ହୋଇଥିବା ସ୍ଥାନ ମଧ୍ୟ ଚିହ୍ନଟ କରିଛି ନାସା। ଏନେଇ ଏକ ଟ୍ବିଟ୍ ରେ ଫଟୋ ଜାରୀ କରି ସୂଚନା ଦେଇଛି ନାସା।

- Advertisement -

ଏଠାରେ ସୂଚନାଯୋଗ୍ୟ ଭାରତର ଐତିହାସିକ ମିଶନ ଚନ୍ଦ୍ରଯାନ-୨ସଫଳ ହୋଇପାରି ନଥିଲା ।କାରଣ ଚନ୍ଦ୍ରଯାନ-୨ ର ବିକ୍ରମ ଲ୍ୟାଣ୍ଡର କୁ ସଫଳ ଲ୍ୟାଣ୍ଡ କରିବାକୁ ଚାହିଁଥିବା ଇସ୍ରୋ ତାର ମିଶନରେ ବିଫଳ ହୋଇଥିଲା। ସେପ୍ଟେମ୍ବର ୭ ବିଳମ୍ବିତ ରାତିରେ ଚନ୍ଦ୍ରଯାନ ୨ର ଲ୍ୟାଣ୍ଡରକୁ ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ କରାଇବାକୁ ଇସ୍ରୋ ବୈଜ୍ଞାନିକମାନେ ଉଦ୍ୟମ କରିଥିଲେ। ତେବେ ଚନ୍ଦ୍ର ପୃଷ୍ଠରୁ ୨.୧ କିମି ଉଚ୍ଚରେ ଥିବା ସମୟରେ ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories