www.samajalive.in
Friday, December 12, 2025
15.1 C
Bhubaneswar

ନକ୍ସଲ ଦମନ ରଣନୀତି: ଆନ୍ଧ୍ର-ଓଡ଼ିଶା ପୁଲିସ ବୈଠକ

ଭୁବନେଶ୍ୱର : ଆସନ୍ତା ପାର୍ବଣ ପୂର୍ବରୁ ନକ୍ସଲ୍‌ ଦମନ ପାଇଁ ଆନ୍ଧ୍ର ଓ ଓଡିଶା ପକ୍ଷରୁ ମିଳିତ ରଣନୀତି ବୈଠକ ଅନୁଷ୍ଠିତ ଆରମ୍ଭ ହୋଇଛି। ଏହି ବୈଠକରେ ଆନ୍ଧ୍ର – ଓଡିଶା ପୁଲିସ ମହାନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ ଓ କେନ୍ଦ୍ରୀୟ ଗୁଇନ୍ଦା ଅଧିକାରୀମାନେ ଯୋଗ ଦେଇଛନ୍ତି । ଆନ୍ଧ୍ରପ୍ରଦେଶରେ  ନିକଟରେ ଜଣେ ବିଧାୟକ ଓ ଜଣେ ପୂର୍ବତନ ବିଧାୟକଙ୍କୁ ନକ୍ସଲମାନେ ହତ୍ୟା କରିବା ପରେ ଓଡ଼ିଶା-ଆନ୍ଧ୍ର ସୀମାରେ ହାଇଆଲର୍ଟ ଜାରି କରାଯାଇଥିଲା। ତେଣୁ ନକ୍ସଲ ଦମନ ପାଇଁ ଦୁଇ ରାଜ୍ୟ ମଧ୍ୟରେ ସମନ୍ବୟ ଓ ଗୁଇନ୍ଦା ସୂଚନା ବିନିମୟ ଉପରେ ଗୁରୁତ୍ବ ଆରୋପ କରାଯିବ ବୋଲି ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories