www.samajalive.in
Sunday, December 14, 2025
26.1 C
Bhubaneswar

ଶଶିକଳାଙ୍କ ସ୍ୱାମୀ ନଟରାଜନଙ୍କ ପରଲୋକ

ଚେନ୍ନାଇ: ତାମିଲନାଡୁର ଏଆଇଡିଏମ୍‍କେ ନେତ୍ରୀ ଭିକେ ଶଶିକଳାଙ୍କ ସ୍ୱାମୀ ଏମ୍‍ ନଟରାଜନଙ୍କ ଗତ ବିଳମ୍ବିତ ରାତିରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ଅସୁସ୍ଥତା ଯୋଗୁ ସେ ହସ୍ପିଟାଲରେ ଚିକିତ୍ସାଧୀନ ରହିଥିଲେ । ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ସୋମବାର ବିଳମ୍ବିତ ରାତିରେ ନଟରାଜନଙ୍କ ମୃତ୍ୟୁ ଘଟିଥିବା ଚେନ୍ନାଇର ଗ୍ଲେନଇଗେଲ୍ସ ଗ୍ଲୋବାଲ ହେଲଥ ହସ୍ପିଟାଲ ପକ୍ଷରୁ ଗଣମାଧ୍ୟମକୁ କୁହାଯାଇଛି । ସୂଚନାଯୋଗ୍ୟ, ଆୟ ବର୍ହିଭୂତ ସମ୍ପତ୍ତି ମାମଲାରେ ଶଶିକଳା ଏବେ ଜେଲରେ ସଜ୍ଜା କାଟୁଛନ୍ତି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories