www.samajalive.in
Monday, December 8, 2025
14.1 C
Bhubaneswar

ଭୁଟାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ: ଦୁଇ ଦିନିଆ ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁଟାନ ବିମାନବନ୍ଦରରେ ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ ତୋବଗେ ମୋଦୀଙ୍କୁ ସ୍ୱାଗତ କରିଥିଲେ । ଏହାସହିତ ରାଜଧାନୀ ଥିମ୍ଫୁରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ରାସ୍ତାପାଶ୍ୱର୍ରେ ଛିଡା ହୋଇଥିବା ଲୋକମାନେ ମୋଦୀଙ୍କୁ ଅଭିନନ୍ଦନ ଜଣାଇଥିଲେ । ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ୪୫ କିଲୋମିଟର ପର୍ଯ୍ୟନ୍ତ ଛିଡା ହୋଇଥିଲେ ଲୋକେ ।

 

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories