www.samajalive.in
Sunday, December 7, 2025
26.1 C
Bhubaneswar

ସହିଦ ଦିବସରେ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି

ଡେସ୍କ: ଆଜି ସହିଦ ଦିବସ ଅବସରରେ ଦେଶ ମହାନ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ସ୍ମରଣ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ୩ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ସେ ଟ୍ୱିଟ କରିଛନ୍ତି, ଦେଶ ସେମାନଙ୍କ ବଳିଦାନକୁ ମନେ ରଖିବ। ଦେଶର ସ୍ୱାଧୀନତା ସଂଗ୍ରାମରେ ସେମାନଙ୍କ ଅବଦାନ ଅତୁଳନୀୟ ବୋଲି ମୋଦୀ କହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ସେମାନଙ୍କ ଅଦମ୍ୟ ସାହସ ଓ ବଳିଦାନ ଯୁଗ ଯୁଗ ପାଇଁ ପ୍ରେରଣାଦାୟୀ ହୋଇ ରହିବ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories