ନୂଆଦିଲ୍ଲୀ : ପିଏମଇ-ବସ ସେବା ଅନ୍ତର୍ଗତ ଦେଶର ୧୦୦ଟି ସହରରେ ୧୦ ହଜାର ନୂତନ ବିଦ୍ୟୁତ୍ଚାଳିତ ବସ ଚାଲିବ ବୋଲି ବୁଧବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ବିଶ୍ୱକର୍ମା ଯୋଜନା ଅନୁସାରେ ଏହା ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ, ୬୭୭,୬୧୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି।



