www.samajalive.in
Saturday, December 6, 2025
26.1 C
Bhubaneswar

ମୁମ୍ବାଇରେ ହେବ ‘ଇଣ୍ଡିଆ’ର ବୈଠକ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ ଆମ ଆଦମୀ ପାର୍ଟି (ଏଏପି) ସାମିଲ ହେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୂଚନା ଦେଇଛନ୍ତି। ଏହି ବୈଠକ ୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବରରେ ହେବ। ମୁଖ୍ୟମନ୍ତ୍ରୀ କେଜରିୱାଲ ଏହି ବୈଠକରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories