www.samajalive.in
Monday, December 8, 2025
14.1 C
Bhubaneswar

ଜାତୀୟ କ୍ରୀଡ଼ା – ଖୋଖୋ ଫାଇନାଲରେ ଓଡ଼ିଶା

କଟକ: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ମଙ୍ଗଳବାର କାୟାକିଂ କାନୋଇଂରେ ଓଡ଼ିଶାକୁ ଦୁଇଟି ପଦକ ମିଳିଛି। କାୟାକିଂ ପୁରୁଷ-୧୦୦ ମିଟରରେ ରୌପ୍ୟ ଓ ମହିଳା ୨୦୦ ମିଟର କେ-୧ରେ କାଂସ୍ୟ ପଦକ ବିଜୟୀ ହୋଇଛି। ସେହିପରି ଖୋଖୋରେ ଓଡ଼ିଶା ମହିଳା ଓ ପୁରୁଷ ଦଳ ଫାଇନାଲରେ ପହଞ୍ଚିବା ସହ ପଦକ ନିଶ୍ଚିତ କରିଛନ୍ତି। ଓଡ଼ିଶା ପୁରୁଷ ଖୋଖୋ ଦଳ ସେମିଫାଇନାଲରେ ଆନ୍ଧ୍ରପ୍ରଦେଶକୁ ଓ ମହିଳା ଦଳ କେରଳକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଛନ୍ତି। ଆଜି ମହାରାଷ୍ଟ୍ର ଓ ଓଡ଼ିଶା ମଧ୍ୟରେ ଫାଇନାଲ ଖେଳାଯିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories