www.samajalive.in
Thursday, December 11, 2025
27.1 C
Bhubaneswar

ମେ’ ୧୩ରେ ରାଷ୍ଟ୍ରୀୟ ଲୋକ ଅଦାଲତ

କଟକ: ଜାତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ’ ୧୩ ରେ ଅନୁଷ୍ଠିତ ହେବ। ଉଚ୍ଚ ନ୍ୟାୟାଳୟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ପ୍ରତ୍ୟକ୍ଷ ଓ ଆବଶ୍ୟକ ସ୍ଥଳେ ଆଭାସି ଜରିଆରେ ଲୋକ ଅଦାଲତରେ ମାମଲା ଗୁଡ଼ିକର ଅପୋଷ ସମାଧାନ କରାଯିବ ବୋଲି ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଇଛି। ଉଚ୍ଚ ନ୍ୟାୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଲୋକ ଅଦାଲତର ମାମଲା ତାଲିକାଭୁକ୍ତ କରିବା ପାଇଁ ମର୍କତନଗରସ୍ଥିତ ରାଜ୍ୟ ଆଇନସେବା କାର୍ଯ୍ୟାଳୟରେ ଏପ୍ରିଲ ୨୫ସୁଦ୍ଧା ପ୍ରତ୍ୟେହ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଆବେଦନ କରିବାକୁ ଆଇନ୍‌ଜୀବୀମାନଙ୍କୁ ଉଚ୍ଚ ନ୍ୟାୟାଳୟ ପକ୍ଷରୁ କୁହାଯାଇଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories